Natara Diary cover art

Natara Diary

Preview
Free with 30-day trial
Prime logo New to Audible Prime Member exclusive:
2 credits with free trial
1 credit a month to use on any title to download and keep
Listen to anything from the Plus Catalogue—thousands of Audible Originals, podcasts and audiobooks
Download titles to your library and listen offline
₹199 per month after 30-day trial. Cancel anytime.

Natara Diary

Written by: ପ୍ରକାଶ ମହାପାତ୍ର
Narrated by: ହୃଦାନନ୍ଦ ସାହୁ
Free with 30-day trial

₹199 per month after 30-day trial. Cancel anytime.

Buy Now for ₹420.00

Buy Now for ₹420.00

About this listen

"ନଟ କିଏ ମୁଁ ଜାଣିନି। ଡାକିଲେ କିନ୍ତୁ 'ଓ' କରେ। ବେଳେବେଳେ ସ୍ୱପ୍ନରେ ନଟକୁ ଦେଖେ। ଅବିକଳ ମୋ ଭଳି ପୋଷାକ ପିନ୍ଧିଥାଏ। ପାନ ଖାଉଥାଏ। ମୋ ସହ ଲାଗେ, ଯୁକ୍ତି କରେ। କଥା ଅକଥାରେ ଟିକଲ କରେ। ହାରିଗଲେ କାନ୍ଧରେ ହାତ ରଖି ହସି ଦିଏ। ମୋ ଜାଣିବାରେ ମୁଁ ନଟ ସହ କେବେ ବି ଯୁକ୍ତିରେ ଜିତିନି। ସବୁବେଳେ ସେ ମୋତେ ହରାଏ। ବେଳେବେଳେ ଅଭିମାନରେ ପଚାରିଛି- ମୋତେ ହରାଇ ତୁମେ ଖୁସି ହୁଅ ନା! ସେ ହଁ କରେ। ମୁଚୁକୁନ୍ଦି ମାରି କହେ- ହାରିଲ ବୋଲି ଭାବୁଛ କାହିଁକି ଯେ! ମଣିଷଟେ କେମିତି ହାରିବ ହୋ? ହାରିବା ନେଇ ତା' ଜୀବନ ପା' ଗଢା। ଯେ ହାରିବା ନେଇ ଜନ୍ମ ହୋଇଚି ସେ ପୁଣି ଆଉ ହାରିବ କଣ? ସେଇ ହାରିଛି ବୋଲି ତ ସେ ଜିତିବାର ସ୍ୱପ୍ନ ନେଇ ରାସ୍ତା ଚାଲୁଛି। ସବୁ ପରାଜୟ, ବାଧା ହିଁ ବିଜୟକୁ ଏକ ରାସ୍ତା। ବାଧା ହିଁ ଗତି। ଘାତ ହିଁ ସ୍ପନ୍ଦନ। ହାରିବା ହିଁ ଜୀବନ। ଅନ୍ତିମ ବିଜୟ ହିଁ ଅନ୍ତିମ ପରାଜୟ।" ବିଚକ୍ଷଣ କଥାକାର ପ୍ରକାଶ ମହାପାତ୍ରଙ୍କ 'ନଟର ଡାଏରୀ' ହେଉଛି ତାଙ୍କ ଅଭ୍ୟନ୍ତର ଅନ୍ଧାରର ପ୍ରତିଲିପି? ଆପଣ ବି ଶୁଣନ୍ତୁ, ଲାଗିବ ସେ ନଟ ଆପଣଙ୍କ ଭିତରେ ବି ନାଟ କରୁଛି...©2021 Storyside IN (P)2021 Storyside IN Psychology Psychology & Mental Health Social Sciences
No reviews yet